tags

New bits of paper poem lyrics Status, Photo, Video

Find the latest Status about bits of paper poem lyrics from top creators only on Nojoto App. Also find trending photos & videos about bits of paper poem lyrics.

  • Latest
  • Popular
  • Video

ମୁଁ କିଛି ଲେଖେ ବୋଲି ସମସ୍ତେ ଭାବନ୍ତି ମୁଁ ଖୁବ୍ କାନ୍ଦେ ବୋଲି ସମସ୍ତେ କହନ୍ତି ହେଲେ ଏ ସମସ୍ତ ଶବ୍ଦତ ତୁମର ଏ ଲୁହ ମଧ୍ୟ ତୁମର ମୁଁ କେବଳ ତାକୁ ସଂଗ୍ରହ କରିଛି ମୋ ହୃଦୟର ସାଧା କାଗଜରେ ମୋ ଚକ୍ଷୁ କରୋଡରେ ତୁମକୁ ଓ ତୁମ ଅଥୟ ଭାବନାକୁ ବାରମ୍ବାର ପଢ଼ିବା ପରେ ସେଥିରେ ଥିବା ସମସ୍ତ ପ୍ରଶ୍ନକୁ ତର୍ଜମା ପରେ ଉତ୍ତର ରଖିଛି ଏଠି ମୋର ବୋଲି କିଛି ନାହିଁ ସବୁତକ କେବଳ ତୁମର ମୁଁ କ'ଣ ମୋ ପାଇଁ କିଛି ଲେଖିପାରେ ମୁଁ ମୋ ପାଇଁ ନା ହସିପାରେ ମୁଁ ମୋ ପାଇଁ ନା କାନ୍ଦିପାରେ ହଁ ମୁଁ ମତେ ଏଇତ ଚିହ୍ନଟ କରିଛି ତୁମର ଗୁଡ଼ାଏ ଜଟିଳ ପ୍ରଶ୍ନ ମଧ୍ୟରୁ ଓହ୍ଲେଇ ଦେଉଛି ସମସ୍ତ ଆଶଙ୍କାକୁ ମୋ ଶରୀରରୁ ଗୋଟି ଗୋଟି କରି ଯାହା ତୁମକୁ ଆଶଙ୍କିତ କରୁଛି ଦେଖ ମୁଁ ଏବେ ଗୋଟିଏ ସାଦା କାଗଜ ଯେଉଁଥିରେ ଲେଖା ହେବ ଏମିତି ଅସଂଖ୍ୟ କାହାଣୀ, କବିତା ଓ ଗଳ୍ପ ଯାହା ସବୁତକ କେବଳ ତୁମର ।। ©Tafizul Sambalpuri

#କବିତା #paper  ମୁଁ କିଛି ଲେଖେ ବୋଲି 
ସମସ୍ତେ ଭାବନ୍ତି
ମୁଁ ଖୁବ୍ କାନ୍ଦେ ବୋଲି 
ସମସ୍ତେ କହନ୍ତି 
ହେଲେ ଏ ସମସ୍ତ ଶବ୍ଦତ ତୁମର
ଏ ଲୁହ ମଧ୍ୟ ତୁମର
ମୁଁ କେବଳ ତାକୁ ସଂଗ୍ରହ କରିଛି
ମୋ ହୃଦୟର ସାଧା କାଗଜରେ 
ମୋ ଚକ୍ଷୁ କରୋଡରେ
ତୁମକୁ ଓ ତୁମ ଅଥୟ ଭାବନାକୁ
ବାରମ୍ବାର ପଢ଼ିବା ପରେ 
ସେଥିରେ ଥିବା ସମସ୍ତ ପ୍ରଶ୍ନକୁ
ତର୍ଜମା ପରେ ଉତ୍ତର ରଖିଛି
ଏଠି ମୋର ବୋଲି କିଛି ନାହିଁ 
ସବୁତକ କେବଳ ତୁମର
ମୁଁ କ'ଣ ମୋ ପାଇଁ କିଛି ଲେଖିପାରେ
ମୁଁ ମୋ ପାଇଁ ନା ହସିପାରେ
ମୁଁ ମୋ ପାଇଁ ନା କାନ୍ଦିପାରେ
ହଁ ମୁଁ ମତେ ଏଇତ ଚିହ୍ନଟ କରିଛି 
ତୁମର ଗୁଡ଼ାଏ ଜଟିଳ ପ୍ରଶ୍ନ ମଧ୍ୟରୁ 
ଓହ୍ଲେଇ ଦେଉଛି ସମସ୍ତ ଆଶଙ୍କାକୁ
ମୋ ଶରୀରରୁ ଗୋଟି ଗୋଟି କରି
ଯାହା ତୁମକୁ ଆଶଙ୍କିତ କରୁଛି 
ଦେଖ ମୁଁ ଏବେ ଗୋଟିଏ ସାଦା କାଗଜ
ଯେଉଁଥିରେ ଲେଖା ହେବ ଏମିତି 
ଅସଂଖ୍ୟ କାହାଣୀ, କବିତା ଓ ଗଳ୍ପ 
ଯାହା ସବୁତକ କେବଳ ତୁମର ।।

©Tafizul Sambalpuri

#paper

19 Love

#Thinking  White वो रास्ते भी क्या रास्ते थे,
जो हमें मंज़िल तक ले जाते थे।
कभी धूप में, कभी छाँव में,
हम चलते रहे, सफ़र के साथ।

हर मोड़ पर, हर इक ठहराव में,
मिले हमसे कुछ किस्से नए।
कभी हँसाए, कभी रुलाए,
वो रास्ते भी हमें सिखाते गए।

कभी ठोकरें खाईं, कभी गिरकर उठे,
मंज़िल की ओर बढ़ते गए।
वो रास्ते हमें समझाते रहे,
कि संघर्ष ही है असली जीत का रास्ता।

©Ajita Bansal

#Thinking poem of the day

207 View

#lyricist #RapSong #lyrics #Shayar
#lyrics

#lyrics ❤️

234 View

#विचार #paper  White इतना आसान है क्या सात फेरों का यू ही खतम हो जाना, छोटी सी बात पर जन्मों का साथ छूट जाना। माना गलती हो गई मुझसे कुछ तुमसे, इतना आसान है क्या इक पल में ही सब कुछ मिटाना।

©Lovely Love

#paper

126 View

#ಪ್ರೀತಿ

kannada lyrics video

63 View

Trending Topic